www.samajalive.in
Tuesday, December 9, 2025
15.1 C
Bhubaneswar

ମାଲକାନଗିରି ବିମାନ ବନ୍ଦରରୁ ଉଡିବ ଯାତ୍ରୀବାହି ବିମାନ

ମାଲକାନଗିରି: ମାଲକାନଗିରି ଜିଲାବାସୀଙ୍କ ପାଇଁ ଖୁସି ଖବର । ଆସନ୍ତା ୫ ତାରିଖରୁ ମାଲକାନଗିରି ବିମାନ ବନ୍ଦରରୁ ଉଡିବ ଯାତ୍ରୀବାହି ବିମାନ । ଏନେଇ ସୂଚନା ଦେଲେ ଇଣ୍ଡିଆ ଅନ ଏୟାରର ବିମାନ ଅଧିକାରୀ । ଆଜି ପୁଣି ଥରେ ଇଣ୍ଡିଆ ଅନ୍ ଏୟାର୍ ପକ୍ଷରୁ ମାଲକାନଗିରି ବିମାନ ବନ୍ଦରରେ ଟ୍ରାଏଲ ରନ୍ କରାଯାଇଥିଲା।

କ୍ୟାପଟେନ ସବାରିଷ ଏସ କୁମାର । ଏୟାର୍‌ପୋର୍ଟ ସୁରକ୍ଷା ମ୍ୟାନେଜର ଗୁରିବିଲ୍ଲି ଓ ଇଣ୍ଡିଆ ଅନ୍ ଏୟାର୍ ବିମାନର ରେଜୁନାଲ ମ୍ୟାନେନେଜର ସମ୍ବିଦ କୁମାର ନାୟକ ପ୍ରମୁଖ ମାଲକାନଗିରି ବିମାନ ବନ୍ଦରରେ ଅବତରଣ କରି ରନ୍ ୱେ ଓ ଟର୍ମିନାଲର ତଦାରଖ କରିଥିଲେ । ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିବା ସହ ଖୁବ ଶୀଘ୍ର ଏଠାରୁ ଯାତ୍ରୀ ବାହି ବିମାନ ଚଳାଚଳ କରିବ ବୋଲି ଏୟାର୍‌ପୋର୍ଟ ଅଥୋରିଟି ଅଫ ଇଣ୍ଡିଆର ଏଭିସନ ଆଡଭାଜର ସୁରେଶ ଚନ୍ଦ୍ର ହୋତା ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories