www.samajalive.in
Friday, December 5, 2025
26.1 C
Bhubaneswar

ଭୁଶୁଡିଲା ମାଲକାନଗିରି ବିମାନ ବନ୍ଦର ପାଚେରୀ

ମାଲକାନଗିରି : ପୁଣି ଭୁଶୁଡି ପଡିଲା ମାଲକାନଗିରି ଉଡାଜାହାଜ ପଡିଆ ପାଚେରୀ। ଗତକାଲି ରାତିରେ ମାଲକାନଗିରି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ପାଣି ସୁଅରେ ନିର୍ମାଣାଧୀନ ବିମାନ ବନ୍ଦରର ପୃଥକ ପୃଥକ ଜାଗାରେ ୬୦ ମିଟର ଲମ୍ବା ପାଚେରୀ ଭୁଶୁଡି ପଡିଛି। ପୂର୍ବରୁ ମଧ୍ୟ ଏଠାରେ ପାଚେରୀ ଭାଙ୍ଗି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବା ପୂର୍ବରୁ ବାରମ୍ବାର ପାଚେରୀ ଭୁଷୁଡିବା ନେଇ ନାନା ପ୍ରଶ୍ନ ସୃଷ୍ଟି ହୋଇଛି। ବିମାନ ବନ୍ଦରରେ ନିମ୍ନ ମାନର କାର୍ଯ୍ୟ ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ଆପଣ ଖାଉଛନ୍ତି କି ଏମିତି ପିଆଜ ; ଜାଣନ୍ତୁ ହେବ କି କି କ୍ଷତି..

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories