www.samajalive.in
Tuesday, December 9, 2025
16.1 C
Bhubaneswar

ଭୁଶୁଡିଲା ବିମାନ ବନ୍ଦର ପାଚେରୀ, ନିମ୍ନ ମାନର ନିର୍ମାଣ ଅଭିଯୋଗ

ଡେସ୍କ: ମାଲକାନଗିରି ଜିଲ୍ଲାରେ ନବ ନିର୍ମିତ ବିମାନ ବନ୍ଦରର ପାଚେରୀ ପୁଣି ଥରେ ଭୁଶୁଡି ପଡ଼ିଛି। ନିମ୍ନ ମାନର କାମ ଯୋଗୁଁ ଏଭଳି ଘଟିଥିବା କୁହାଯାଇଛି। ସୂଚନା ଅନୁଯାୟୀ, ଗତକାଲି ରାତିରେ ମାଲକାନଗିରି ଜିଲ୍ଲାରେ ହୋଇଥିବା ବର୍ଷା ଯୋଗୁଁ ମାଟି ଧୋଇ ହୋଇଯିବାରୁ ବିମାନ ବନ୍ଦରର ବିଭିନ୍ନ ସ୍ଥାନରେ ପ୍ରାୟ ୬୦ ମିଟର ଲମ୍ବର ପାଚେରୀ ଭୁଶୁଡି ପଡ଼ିଛି। ତେବେ ଏହି ବିମାନ ବନ୍ଦର କାର୍ଯ୍ୟ ଶେଷ ହୋଇଣ ଥିବା ବେଳେ ପାଚେରୀ ଭୁଶୁଡି ପଡ଼ିବା ନିର୍ମାଣ କାର୍ଯ୍ୟର ମାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୂର୍ବରୁ ମଧ୍ୟ ଏହି ପାଚେରୀ ଭାଙ୍ଗି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା।

ସୋନିଆ ଗାନ୍ଧୀ କଂଗ୍ରେସ ସଂସଦୀୟ ଦଳର ଅଧ୍ୟକ୍ଷା ନିର୍ବାଚିତ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories