୩ ମାଓ ମିଲିସିଆଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଏସପିଙ୍କ ନିକଟରେ ଗୁରୁବାର ତିନି ଜଣ ମାଓ ମିଲିସିଆ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ହେଉଛନ୍ତି ଛତିଶଗଡ ଦକ୍ଷିଣ ବସ୍ତର ମାଓ ସଂଗଠନର ମିଲିସିଆ ମେମ୍ବର। ଛତିଶଗଡରେ ଏବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ଅପରେସନ କରାଯାଇଥିବାବେଳେ ଭୟଭୀତ ହୋଇ ଏମାନେ ମାଲକାନଗିରି ପୁଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ତିନି ଜଣ ମିଲିସିଆ ହେଉଛନ୍ତି ଦେବା ମାଡଭି, ଆଡମା ମାଡକାମି ଓ ମୁକା ସୋଡି। ତିନି ଜଣଙ୍କ ଘର ଛତିଶଗଡ ସୁକୁମା ଜିଲାର … Continue reading ୩ ମାଓ ମିଲିସିଆଙ୍କ ଆତ୍ମସମର୍ପଣ