ମାଥିଲିରେ ଝାଡାବାନ୍ତିରେ ଜଣଙ୍କର ମୃତ୍ୟୁ
ମାଲକାନଗିରି : ମାଥିଲି କୋପ୍ରା ଗାଁରେ ଝାଡାବାନ୍ତିରେ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଶନିବାର ଖବର ସାମ୍ନାକୁ ଆସିଛି । ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଆକ୍ରାନ୍ତ ଆଖି ବୁଜିଛନ୍ତି । ମାଥିଲି ମେଡିକାଲରେ ଆଉ ୧୭ ଜଣଙ୍କ ଚିକିତ୍ସା ଜାରି ରହିଛି ବୋଲି ସୂଚନା ମିଳିଛି ।
Comments are closed.