www.samajalive.in
Saturday, December 6, 2025
15.1 C
Bhubaneswar

ଦେଖନ୍ତୁ ଭିଡିଓ; ଭାଙ୍ଗିଲା ପିଲିଗାଡା ବ୍ରିଜ; ଆନ୍ଧ୍ର,ତେଲେଙ୍ଗାନା- ଓଡିଶା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି : ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ଭାଙ୍ଗିଲା ପିଲିଗଡା ଠାରେ ଥିବା ବ୍ରିଜ। ଓଡିଶାରୁ ଆନ୍ଧ୍ରକୁ ଯୋଗାଯୋଗ କରୁଥିବା ପିଲିଗଡା ଠାରେ ଥିବା ବ୍ରିଜର ଗୋଟିଏ ପାର୍ଶ୍ଵ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଗତକାଲି ରାତିରୁ ବ୍ରିଜ ଉପରେ ତିନି ଫୁଟ ଉଚ୍ଚର ପାଣି ଚାଲିଛି। ପ୍ରବଳ ପାଣିରେ ପ୍ରାୟ ଦୁଇଶହ ମିଟର ରାସ୍ତା ସମ୍ପୂର୍ଣ୍ଣ ରୂପେ ଧୋଇ ଯାଇଛି। ପାର୍ଶ୍ୱରେ ନୂତନ ବ୍ରିଜ ନିର୍ମାଣ କରୁଥିବା ଠିକା ସଂସ୍ଥାର ଏକ ଜେସିବି, ରୋଡ଼ ରୋଲର ଭାସି ଯାଇଥିବା ଠିକା ସଂସ୍ଥାର କର୍ମଚାରୀ ପ୍ରକାଶ କରିଛନ୍ତି।

ଶୋଇଥିଲେ, ନାକରେ ପଶିଗଲା ଅସରପା, ଆଉ ତା’ପରେ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories