ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ 

ମାଲକାନଗିରି: ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଦିନିକିଆ ମାଲକାନଗିରି ଜିଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର  ଦେଓ ରଞ୍ଜନ ସିଂ, ନବରଙ୍ଗପୁର … Continue reading ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ