ମାଲକାନଗିରି : ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡ଼ରେ ବୁଧବାର ସକାଳେ ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ୍ସ ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ସହିଦ ହୋଇଛନ୍ତି। କୁମ୍ବି ଅପରେସନ ସାରି ଫେରୁଥିବାବେଳେ ଦନ୍ତେୱାଡ଼ା ଜିଲା ମାଲବିହୀ ପୁଲିସ କ୍ୟାମ୍ପ ନିକଟରେ ଲ୍ୟାଣ୍ଡ ମାଇନ୍ସ ବିସ୍ଫୋରଣର ସମ୍ମୁଖୀନ ହୋଇଥିଲେ। ଏଥିରେ ଜଣେ ଯବାନଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ତଲାସୀ ଅଭିଯାନ ଆରମ୍ଭ କରାଯାଇଛି।
ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ୍ସ ବିସ୍ଫୋରଣରେ ଜଣେ ଯବାନ ସହିଦ
Popular Categories



