ମାଲକାନଗିରି: ସେବାଶ୍ରମ ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ଗମ୍ଫାକୋଣ୍ଡା ସେବା ଆଶ୍ରମ ହଷ୍ଟେଲରେ ରହି ସେ ନବମ ଶ୍ରେଣୀରେ ପାଠ ପଢୁଥିଲେ। ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଛି।
Popular Categories



