www.samajalive.in
Monday, December 8, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ; ବଣ୍ଡାଘାଟିରେ ପାହାଡ଼ ଧସିବା ପରେ..

ମାଲକାନଗିରି : ଲଗାଣ ବର୍ଷାରେ ବେହାଲ ମାଲକାନଗିରି। ବିଭିନ୍ନ ନଦୀରେ ଜଳସ୍ତର ବଢିଛି। ୩୨୬ ନମ୍ବର ଜାତୀୟ ରାଜପଥର ପାଙ୍ଗାମ ପୋଲ ଉପରେ ପ୍ରବାହିତ ହେଉଛି ବର୍ଷା ଜଳ। ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ଯାତାୟତ ବନ୍ଦ କରିଛି। ମାଲକାନଗିରି ଜୟପୁର ଯୋଗାଯୋଗ ଠପ ହୋଇଯାଇଛି।

ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖା ଦେଇଛି । ଆଜି ବଣ୍ଡାଘାଟିରେ ପାହାଡ଼ ଧସି ରାସ୍ତା ଜଳମଗ୍ନ ହୋଇଛି। ଯାହା ଫଳରେ ମୁଦିଲିପଡାରୁ ଖଇରପୁଟ ଯୋଗ ଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି।

ଆମାଜନ୍‌ ସେଲ୍‌ ଆରମ୍ଭ; ମିଳୁଛି ୮୦ ପ୍ରତିଶତ ରିହାତି, ତାଲିକାରେ ଅଛି ଆଇଫୋନ, ମାତ୍ର ୨ ଦିନ ପାଇଁ..

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories