www.samajalive.in
Sunday, December 7, 2025
26.1 C
Bhubaneswar

ତାମିଲନାଡୁ ଦୁର୍ଘଟଣାରେ ଦୈନିକ ଖବର କାଗଜ ‘ସମାଜ’ର ବ୍ଲକ ପ୍ରତିନିଧି ସହ ୪ ଆହତ..

ମାଲକାନଗିରି :ତାମିଲନାଡୁରେ ଓଡିଆ ସାମ୍ବାଦିଙ୍କ ଗାଡି ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ-ବୋଲେରୋ କାର ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି । ଏଥିରେ ଦୈନିକ ଖବର କାଗଜ ‘ସମାଜ’ ବ୍ଲକ ପ୍ରତିନିଧି ଆହତ ହୋଇଛନ୍ତି । ଆହତ ‘ସମାଜ’ ପ୍ରତିନିଧିଙ୍କ ନାମ ରାଜେଶ ଓଝା ।
ରାମେଶ୍ବରମ ରାମାପୁରମ ନିକଟରେ ଘଟିଥିବା ଏହି ଦୁର୍ଘଟଣାରେ ଏମ୍ ଭି ୭୯ର ବ୍ଲକର ‘ସମାଜ’ ପ୍ରତିନିଧିଙ୍କ ସହ ୪ ଜଣ ସାମ୍ବାଦିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ ରାମନାଡ ମେଡିକାଲ କଲେଜରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି । ସାହାଯ୍ୟ ପାଇଁ ସାମ୍ବାଦିକ ଓ ପରିବାର ଲୋକେ ଓଡିଶା ସରକାରଙ୍କ ସହଯୋଗ ଲୋଡିଛନ୍ତି ।ତାମିଲନାଡୁ ରାମେଶ୍ବରମ ଦର୍ଶନ ଲାଗି ସମସ୍ତ ସାମ୍ବାଦିକ ଯାଉଥିଲେ ।

ମନ୍ଦିରରେ ଭୁଲ୍‌ ମାଗ, ୫ କୋଟି ଦିଅ,ନହେଲେ ଜୀବନରୁ ମାରି ଦେବୁ, ପୁଣି ଥରେ ସଲମାନ୍‌ଙ୍କୁ ହତ୍ୟା ଧମକ..

୨୦୨୫ରେ ଶନି-ଗୁରୁଙ୍କ ଚଳନ; ଏହି ରାଶିଙ୍କ ହେବ ସବୁ ସ୍ୱପ୍ନ ପୂରଣ, ହେବେ ଭାଗ୍ୟଶାଳୀ..

- Advertisement -

 

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories