www.samajalive.in
Saturday, December 6, 2025
15.1 C
Bhubaneswar

ଏନକାଉଣ୍ଟରରେ ଟଳିଲେ ନକ୍ସଲ: ବନ୍ଧୁକ ସହ ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ଏନକାଉଣ୍ଟରରେ ଟଳିଲେ ଜଣେ ନକ୍ସଲ। ଛତିଶଗଡ ଧନତରୀ ଜିଲ୍ଲାରେ ପୁଲିସ୍ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ଏସଏଲଆର ବନ୍ଧୁକ ସହ ମାଓ ସାମଗ୍ରୀ ଜବତ ହୋଇଛି। ମୁହକୋଟ ଆମଝର ଜଙ୍ଗଲରେ ଏନକାଉଣ୍ଟର ଚାଲିଥିବାର ଖବର ପାଇ ପୁଲିସ୍ ଚଡାଉ କରିଥିଲା। ଏତିକିବେଳେ ନକ୍ସଲ ଏବଂ ସୁରକ୍ଷା କର୍ମୀଙ୍କ ଭିତରେ ଗୁଳି ବିନିମୟ ହୋଇଥିଲା। ଘଟଣାସ୍ଥଳରୁ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବାବେଳେ ଜଣେ ନକ୍ସଲଙ୍କ ମୃତଦେହ ଜବତ ହୋଇଛି। ଗୋଟିଏ ଏସଏଲଆର ବନ୍ଧୁକ ସହ ବହୁ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ସେପଟେ ବର୍ତ୍ତମାନ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories