www.samajalive.in
Sunday, December 7, 2025
23.1 C
Bhubaneswar

ମାଲକାନଗିରିରେ ବୁଡିଲା ପୋଲ: ମୋଟୁ, ଆନ୍ଧ୍ର ,ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା। ବର୍ଷା ଟିକିଏ କମିଛି, ହେଲେ ଲୋକଙ୍କ ଦୁର୍ଦ୍ଦଶା କମିନି।  ମାଲକାନିଗରି ଜିଲ୍ଲା ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ ର କାଙ୍ଗୁରୁକୋଣ୍ଡା ଏବଂ ପୋଟେରୁ ବ୍ରିଜ୍ ଉପରେ ଚାରି ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ରାସ୍ତାର ଦୁଇ ପଟେ ଶତାଧିକ ଗାଡି ଅଟକି ରହିଛି। ଗତ ଏକ ମାସ ମଧ୍ୟରେ ଏହି ବ୍ରିଜ୍ ଉପରେ ଚାରି ଥର ପାଣି ପ୍ରବାହିତ ହେଲାଣି। ଫଳରେ ମାଲକାନଗିରି ମୋଟୁ , ଆନ୍ଧ୍ର ଏବଂ ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ କିଛି ଦିନ ହେବ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଜୀବନଯାତ୍ରା ବିଶେଷ ଭାବରେ ପ୍ରଭାବିତ ହୋଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories