www.samajalive.in
Saturday, December 6, 2025
23.1 C
Bhubaneswar

ଇଣ୍ଡିଆ ମେଣ୍ଟର ବୈଠକ ଶେଷ: ଅଧ୍ୟକ୍ଷ ହେବେ ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟ ର ଭର୍ଚୁଆଲ ବୈଠକ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ହୋଇଥିବା ବୈଠକରେ ମେଣ୍ଟର ଅଧ୍ୟକ୍ଷ ଭାବେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଦାୟିତ୍ୱ ଦିଆଯାଇଛି। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ମେଣ୍ଟରେ ଏହାକୁ ନେଇ ସହମତି ପ୍ରକାଶ ପାଇଛି। ନୀତିଶ କୁମାରଙ୍କୁ ଅଧ୍ୟକ୍ଷ କରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ମାତ୍ର ସେ ଏହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୨୪ ସାଧାରଣ ନିର୍ବାଚନରେ ବିଜେପିକୁ ହଟାଇବା ପାଇଁ ବିରୋଧୀ ଦଳ ମାନେ ଏକ ସଶକ୍ତ ମେଣ୍ଟ ଗଠନ ଲାଗି ପ୍ରକ୍ରିୟା ଜାରି ରହିଛି। ୨୬ଟି ବିରୋଧୀ ଦଳକୁ ନେଇ ଇଣ୍ଡିଆ ମେଣ୍ଟ ଗଠନ କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories