www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା

ପୁରୀ : ଓଡ଼ିଶା ଗସ୍ତରେ ଆସିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।  ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମଙ୍ଗଳବାର ସେ ପୁରୀ ଯାତ୍ରା କରିଥିଲେ। ୩ ଦିନ ଧରି ସେ ପୁରୀରେ ଅବସ୍ଥାନ କରିବେ ବୋଲି ଜଣାପଡ଼ିଛି। ତାଙ୍କ ନିରାପତ୍ତା ଲାଗି କଡ଼ା ପୁଲିସ୍‍ ବ୍ୟବସ୍ଥା କରାଯାଇଛି।
ଗୁରୁବାର ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା  ୨୮ ତାରିଖରେ ଭୁବନେଶ୍ବରରେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଜୋନାଲ୍‍ କାଉନ୍‍ସିଲ୍‍ ବୈଠକରେ ମଧ୍ୟ ସେ ଯୋଗଦେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories