www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟସଭାକୁ ମମତା ମହାନ୍ତ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଗତ ୨୧ ତାରିଖ ଦିନ ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହୋଇଥିଲେ। ବିଧାନସଭାରେ ପହଞ୍ଚି ସାର୍ଟିଫିକେଟ ନେଇଛନ୍ତି ମମତା ମହାନ୍ତ। ନିକଟରେ ସେ ବିଜେଡି ଦଳରୁ ଓ ରାଜ୍ୟସଭା ପଦରୁ ଇସ୍ତଫା ଦେବା ସହ ବିଜେପି ଦଳରେ ସାମିଲ ହୋଇଥିଲେ। ବିଜେଡିରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରି ଦଳ ଛାଡିଥିଲେ ଟାଣୁଆ ନେତ୍ରୀ ମମତା। ଏହାପରେ ବିଜେପିରେ ସାମିଲ ହେବା ସହ ରାଜ୍ୟସଭା ପ୍ରାର୍ଥୀ ହୋଇଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories