www.samajalive.in
Saturday, December 6, 2025
26.1 C
Bhubaneswar

ମମିତା ମେହେର ହତ୍ୟା ମାମଲା; ଅଦାଲତରେ ହାଜର ହେଲେ ଗୋବିନ୍ଦ ଓ ରାଧେ

କଣ୍ଟାବାଞ୍ଜି : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ କଣ୍ଟାବାଞ୍ଜି ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଅଦାଲତରେ ହାଜର ହୋଇଛନ୍ତି ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ । କଡା ସୁରକ୍ଷା ବଳୟ ମଧ୍ୟରେ ପୁଲିସ କଣ୍ଟାବାଞ୍ଜି ବିଚାର ବିଭାଗୀୟ ହାଜତରୁ ଆଣି କଣ୍ଟାବାଞ୍ଜି କୋର୍ଟରେ ହାଜର କରିଛି । ଅଦାଲତରେ ଗୋବିନ୍ଦ ସାହୁଙ୍କ ଓକିଲ ମଧ୍ୟ ଉପସ୍ଥିତ ଥିବା ଦେଖାଯାଇଛି। ଗୋବିନ୍ଦ ସାହୁ ଓକିଲ ଦୁର୍ଗା ପାଢ଼ୀଙ୍କ କହିବା ଅନୁସାରେ, ସେମାନେ କଲ ରେକର୍ଡ, ସାଇଣ୍ଟିଫିକ ତଦନ୍ତର ରିପୋର୍ଟ ଭଳି କିଛି ଗୁରୁତ୍ୱପୂର୍ଣ କାଗଜପତ୍ର ଦେବାକୁ କୋର୍ଟଙ୍କୁ ଅନୁରୋଧ କରିଥିଲେ। ଏହାରି ଉପରେ ଆଜି ଶୁଣାଣି ଥିଲା।

ଅପରପକ୍ଷେ, ଆସନ୍ତା ୧୮ ତାରିଖ ଦିନ ପୁଣି ଗୋବିନ୍ଦ ସାହୁଙ୍କୁ ଅଦାଲତରେ ହାଜର କରାଯିବ ବୋଲି ସରକାରୀ ଓକିଲ ପ୍ରମୋଦ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories