www.samajalive.in
Friday, December 12, 2025
27.1 C
Bhubaneswar

ମୋବାଇଲ ଦେଲେନି ବୋଲି ଜୀବନ ହାରିଲେ ଯୁବକ 

ପାଟଣା : ଘଟଗାଁ ଥାନା ଅଞ୍ଚଳ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ଚତିରି ସାହିର ଦୋଳଗୋବିନ୍ଦ ମହାପାତ୍ରଙ୍କ ପୁଅ ନନ୍ଦକିଶୋର ମହାପାତ୍ର (୨୧) ଗତରାତି ଘର ପଛ ଏକ ଆମ୍ୱ ଗଛରେ ନିଜ ଗାମୁଛାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ତିନି ଦିନ ହେଲା ଘରେ ମୋବାଇଲ କିଣି ଦେବା ପାଇଁ ଜିଦ କରୁଥିବା ନନ୍ଦକିଶୋର ସମ୍ଭବତଃ ସେହି କାରଣରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଆଜି ସକାଳୁ ଏହି ଘଟଣା ଜଣା ପଡିବା ପରେ ପୁଲିସକୁ ସୂଚନା ଦିଆଯାଇଥିଲା । ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ ଘଟଣାସ୍ଥଳକୁ ଯାଇ ଶବ ଉଦ୍ଧାର କରିବା ପରେ ଥାନା ଅପମୃତ୍ୟୁ ମାମଲା ୧/୨୦୨୫ ମୂଳେ ଆଜି ପାଟଣାରେ ମୃତକର ଶବ ବ୍ୟବଚ୍ଛେଦ କରାଇ ତାଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି ।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories