www.samajalive.in
Monday, December 15, 2025
14.1 C
Bhubaneswar

ବାଘୁଆ ମହୁମାଛି ଦଂଶନରେ ବୃଦ୍ଧ ମୃତ, ୩ ଆହତ

କଳାପଥର(ବାଙ୍କୀ): ବାଙ୍କୀ ବ୍ଲକ କଳାପଥର ଅଂଚଳର ଲେମ୍ବେରୀ କୃଷ୍ଣପଲ୍ଲୀ ରାସ୍ତାରେ ବାଘୁଆ ମହୁମାଛି ଦଂଶନରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା ବେଳେ ୩ ଜଣ ଆହତ ହୋଇଛନ୍ତି। ଶୁକ୍ରବାର ସକାଳୁ ସକାଳୁ ମୁଗ ଜମିକୁ ଯାଉଥିବା ବେଳେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ଲେମ୍ବେରୀ ଗ୍ରାମର ୪ ଜଣ ବ୍ୟକ୍ତି। ୩ ଜଣ ଜୀବନ ବଞ୍ଚାଇ ଦୌଡ଼ି ପଳାଇ ଯାଇଥିଲାବେଳେ ବୃଦ୍ଧ ଗୁଣ୍ଡୁଚି ପ୍ରଧାନ(୭୨) ତଳେ ପଡିଯାଇଥିଲେ। ଶତାଧିକ ମହୁ ମାଛି ତାଙ୍କୁ ଦଂଶିବାରୁ କରିବାରୁ ​‌ସେ ସାହାଯ୍ୟ ପାଇଁ ଚିତ୍କାର କରିଥିଲେ। ଖବରପାଇ କିଛି ଯୁବକ ସେଠାରେ ପହଞ୍ଚି ତାଙ୍କୁ ଉଦ୍ଧାର କରି କଳାପଥର ଡାକ୍ତଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories