www.samajalive.in
Saturday, December 6, 2025
17.1 C
Bhubaneswar

ବିଦ୍ୟୁତ ଆଘାତରେ ଜଣେ ମୃତ

ବାସୁଦେବପୁର : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ରାଧାବଲ୍ଲଭପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‍ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଉଛନ୍ତି, ପ୍ରହଲ୍ଲାଦ ଜେନା(୩୦)।

ସୂଚନା ଅନୁସାରେ, ପ୍ରହଲ୍ଲାଦ ରାଧାବଲ୍ଲଭପୁର ମଠ ନିକଟସ୍ଥ କ୍ଷେତକୁ ଯାଇଥିବା ବେଳେ ହିଡ଼ ପାଖରେ ଥିବା ଏକ ବିଦ୍ୟୁତ୍‍ ଖୁଣ୍ଟକୁ ଧରି ପକାଇଥିଲେ। ବିଦ୍ୟୁତ୍‍ ଆଘାତ ପାଇବା ପରେ ପରିବାର ଓ ନିକଟସ୍ଥ ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଖୁଣ୍ଟଟି ପୂର୍ବରୁ ଚାର୍ଜ ହୋଇ ରହିଥିବାରୁ ଏପରି ଅଘଟଣ ଘଟିଥିବା କୁହାଯାଉଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories