www.samajalive.in
Friday, December 12, 2025
26.1 C
Bhubaneswar

ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ

ପାଟଣା: ପାଟଣା ଥାନା ଅଞ୍ଚଳ ତେଣ୍ଡରା ପଞ୍ଚାୟତ ହରିହରପୁର ଗ୍ରାମର ବିକ୍ରମ ମୁଣ୍ଡା(୨୨) ନାମକ ଜଣେ ବିବାହିତ ଯୁବକଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଗତକାଲି ପତ୍ନୀ ଓ ପିଲାଙ୍କ ସହ ଘରେ ରାତିରେ ଶୋଇଥିବା ସମୟରେ ତାଙ୍କୁ ସାପ କାମୁଡି ଥିଲା।  ପ୍ରଥମେ କରଞ୍ଜିଆ ଓ ସେଠାରୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଯିବା ରାସ୍ତାରେ ବିକ୍ରମ ପ୍ରାଣ ହରାଇଛନ୍ତି। ଏ ନେଇ ପାଟଣା ଥାନାରେ ଅପମୃତ୍ୟୁ ମାମଲା ୨୬/୨୦୨୪ ରୁଜୁ ହୋଇଛି। ଏସଆଇ ଗୌରହରି ଗରଡ଼ିଆ କେନ୍ଦୁଝର ଯାଇ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories