www.samajalive.in
Saturday, December 6, 2025
15.1 C
Bhubaneswar

ଶ୍ରୀମନ୍ଦିରକୁ ୫ କୋଟି ଦାନ କଲେ ଶ୍ରଦ୍ଧାଳୁ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରକୁ ୫ କୋଟି ଟଙ୍କା ଦାନ କରିଛନ୍ତି ଜଣେ ଶ୍ରଦ୍ଧାଳୁ। ଜଣେ ବଦାନ୍ୟ ଶ୍ରଦ୍ଧାଳୁ ଏହି ଅର୍ଥକୁ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ପ୍ରଦାନ କରିଥିବା ସୂଚନା ମିଳିଛି। ଶ୍ରଦ୍ଧାଳୁଙ୍କ ପ୍ରକୃତ ପରିଚୟ ମିଳିପାରିନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories