www.samajalive.in
Sunday, December 7, 2025
26.1 C
Bhubaneswar

ଶିକାର ବେଳେ ଅଘଟଣ: ଭିଣୋଇର ଗୁଳିମାଡ଼ରେ ଶଳାର ମୃତ୍ୟୁ

ମୋହନା: ଶିକାର ବେଳେ ଅଘଟଣ। ଭିଣୋଇର ଗୁଳିମାଡରେ ଶଳା ମୃତ। ଭାଲିଆଗଣି ଗ୍ରାମ୍ୟ ଜଙ୍ଗଲରେ ଜନ୍ତୁ ଶିକାର ବେଳେ ଏଭଳି ଅଘଟଣ ଘଟିଛି। ମୃତକ କୈଳାଶ ନାୟକ ବୋଲି ଜଣାପଡିଛି। ଶନିବାର ବିଳମ୍ବିତ ରାତିରେ କୈଳାଶ ଏବଂ ତାଙ୍କ ଭିଣୋଇ ଶିକାର କରିବାକୁ ଜଙ୍ଗଲକୁ ଯାଇଥିଲେ। ସେହି ସମୟରେ ଭିଣୋଇ ଫୁଟାଇଥିବା ଗୁଳିରେ କୈଳାସଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି  ଅଭିଯୁକ୍ତ ତଥା ମୃତ କୈଳାସଙ୍କ ଭିଣୋଇଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories