www.samajalive.in
Monday, December 15, 2025
24.1 C
Bhubaneswar

ବାରହା ଆକ୍ରମଣରେ ଜଣେ ଗୁରୁତର

ପାଟଣା: ପାଟଣା ବନାଞ୍ଚଳ ଅନ୍ତର୍ଗତ ଡୁମୁରିଆ ଗ୍ରାମର ଅଜିତ ମହାନ୍ତ(୪୦) ସୋମବାର ବାରହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସକାଳ ପ୍ରାୟ ୬ଟାରେ ଅଜିତ ଶୌଚ ପାଇଁ ଯାଇଥିବା ସମୟରେ ଏହି ଘଟଣା ଘଟିଛି। ବାରହାଟି ଅଜିତଙ୍କ ଜଙ୍ଘକୁ କାମୁଡି ଦେଇଥିଲା। ତାଙ୍କ ଚିତ୍କାର ଶୁଣି ଶୌଚ ପାଇଁ ଯାଇଥିବା ଅନ୍ୟ ବ୍ୟକ୍ତିମାନେ ଦୌଡ଼ି ଆସିବାରୁ ବାରହାଟି ଜଙ୍ଗଲକୁ ପଳାଇ ଯାଇଥିଲା। ଗୁରୁତର ଅଜିତଙ୍କୁ ସ୍ଥାନୀୟ ବନରକ୍ଷୀ ଦେବଜାନୀ ମହାନ୍ତ ପ୍ରାଥମିକ ଚିକିତ୍ସା ଯୋଗାଇ ଦେଇଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories