ମନ୍ କି ବାତ୍‌ରେ ଓଡିଆ ଦମ୍ପତ୍ତିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ । ରବିବାର ୧୧୦ତମ ମନ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ। ଆଜିର କାର୍ଯ୍ୟକ୍ରମରେ ଓଡିଆ ଦମ୍ପତ୍ତି ସ୍ଥାନ ପାଇଛନ୍ତି। କଳାହାଣ୍ଡିର ଜୟନ୍ତୀ ମହାପାତ୍ର ଓ ତାଙ୍କ ସ୍ବାମୀ ବୀରେନ୍ ସାହୁଙ୍କୁ ପ୍ରଶଂସା କରାଯାଇଛି। ଉଭୟେ ବେଙ୍ଗାଲୁରୁରେ ମ୍ୟାନେଜ୍‌ମେଣ୍ଟରେ ଉଚ୍ଚ ଶିକ୍ଷିତ। ଉଚ୍ଚ ଶିକ୍ଷିତ ହୋଇ ବି ଛେଳି ପାଳନ କରି ଉଦାହରଣ ସୃଷ୍ଟି କରିଛନ୍ତି। ନିଜେ ସଶକ୍ତ ହେବା ସହ ସାଥୀ … Continue reading ମନ୍ କି ବାତ୍‌ରେ ଓଡିଆ ଦମ୍ପତ୍ତିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ