www.samajalive.in
Thursday, December 11, 2025
26.1 C
Bhubaneswar

ସ୍ତ୍ରୀକୁ ହତ୍ୟା କରି ସ୍ଵାମୀର ଆତ୍ମହତ୍ୟା

ସମାଜ ଡିଜିଟାଲ ଡେସ୍କ: ସ୍ତ୍ରୀକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କଲା ସ୍ଵାମୀ। ଗଞ୍ଜାମ ଜିଲା ଧରାକୋଟର କେ. ରାମଚନ୍ଦ୍ରପୁରରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମୃତକମାନେ ହେଲେ ଏମ. ସୁବାସ ରେଡ୍ଡୀ ଏବଂ ତାଙ୍କ ସ୍ତ୍ରୀ ଏମ. ଯମୁନା ରେଡ୍ଡୀ। ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।

ସୂଚନା ଅନୁସାରେ, ସୁବାସଙ୍କ ଘରେ ପାରିପାରିକ କଳହ ଲାଗି ରହୁଥିଲା। ଏହି କାରଣରୁ ସ୍ଵାମୀ-ସ୍ତ୍ରୀଙ୍କ ମଧ୍ୟରେ ଅନେକ ସମୟରେ କଳିଝଗଡ଼ା ହେଉଥିଲା। ସୋମବାର ମଧ୍ୟ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସୁବାସ ତାଙ୍କ ସ୍ତ୍ରୀଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲେ। ପରେ ନିଜେ ଆତ୍ମହତ୍ୟା କରିଥିଲେ।

Hot this week

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

Related Articles

Popular Categories