www.samajalive.in
Saturday, December 13, 2025
27.1 C
Bhubaneswar

ଟିଟିଲାଗଡ଼ : ଘର ଅଗଣାରେ ଶୋଇଥିବା ବେଳେ ହତ୍ୟା

ଟିଟିଲାଗଡ଼ : ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଅନ୍ତର୍ଗତ ଟିକରାପଡା ନିକଟ ଝରବାହାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଘର ଅଗଣାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଅଜଣା ଦୁର୍ବୁତ୍ତମାନେ ଜଣଙ୍କୁ ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ଟିକରାପଡା କଲେଜ ପିଅନ ଜଗଦୀଶ ମନହୀରା(୪୫) । ତେବେ ହତ୍ୟାର କାରଣ ଜଣାପଡି ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।

 

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories