www.samajalive.in
Monday, December 15, 2025
24.1 C
Bhubaneswar

୮ ଥର ଭୋଟ୍ ଦେଲେ ଯୁବକ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ଏଟାରେ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ଏଥିରେ ଜଣେ ଯୁବକ ୮ ଥର ଭୋଟ୍ ଦେଇଥିବା ଦାବି କରୁଛି । ଏହାକୁ ନେଇ ବିରୋଧୀ ପ୍ରଶ୍ନ କରିଛନ୍ତି । ଏବେ ପୁଲିସ ଏକ ମାମଲା ରୁଜୁ କରି ଆଗାମୀ ଯାଞ୍ଚ ଜାରି ରଖିଛି ।

- Advertisement -

ଭିଡିଓରେ ଜଣେ ଯୁବକ ଇଭିଏମ୍ ପାଖରେ ଠିଆ ହୋଇଛି । ସେ ଏହି ଭିଡିଓରେ ୮ ଥର ଭୋଟ୍ ଦେଇଥିବା ଦାବି କରୁଛି । ସମାଜବାଦୀ ପାର୍ଟିର ପ୍ରମୁଖ ଅଖିଳେଶ ଯାଦବ ସାମାଜିକ ଗଣମାଧ୍ୟମରେ ଏହି ଭିଡିଓ ସେୟାର କରିଛନ୍ତି । ଏବଂ ସେ ଏହା ଲେଖିଛନ୍ତି କି ଯଦି ନିର୍ବାଚନ ଆୟୋଗଙ୍କୁ ଲାଗୁଛି କି କିଛି ଭୁଲ୍ ଅଛି ତେବେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍ । ଏହି ଭିଡିଓକୁ ରାହୁଲ ଗାନ୍ଧୀ ମଧ୍ୟ ସେୟାର କରିଛନ୍ତି । ତେବେ ଏନେଇ ଆଗାମୀ ଯାଞ୍ଚ ଜାରି ରହିଛି ।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories