www.samajalive.in
Monday, December 15, 2025
24.1 C
Bhubaneswar

ରଥଯାତ୍ରା ପାଇଁ ଅନୁଷ୍ଠିତ ହେଲା ପରିଚାଳନା ବୈଠକ

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ନୀଳାଦ୍ରି ଭକ୍ତ ନିବାସ ପରିସରରେ ବସିଥିବା ବୈଠକରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପିଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ। ବୈଠକରେ ଶୃଙ୍ଖଳିତ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ଆସନ୍ତା ୨୨ରେ ସ୍ନାନ ପୂର୍ଣ୍ଣିମାରେ ସମସ୍ତ ସେବକ ଓ ଶ୍ରୀମନ୍ଦିର କର୍ମଚାରୀ କିପରି ନୀତି ନିୟମ ପାଳନ କରିବେ ତାହା ଉପରେ ଆଲୋଚନା ହୋଇଛି। ସ୍ନାନ ପୂର୍ଣ୍ଣିମାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତମାନେ କିଭଳି ଶୃଙ୍ଖଳିତ ଭାବରେ ଦର୍ଶନ କରିପାରିବେ ସେ ସମ୍ପର୍କରେ ଆଲୋଚନା ହୋଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories