www.samajalive.in
Friday, December 5, 2025
20.1 C
Bhubaneswar

ମାନସ ପଢ଼ିଆରୀଙ୍କ ନିର୍ଦ୍ଦେଶିତ ‘ଛକି ଶୂନ’ର ସୁଟିଂ ୨୪ରୁ

ଭୁବନେଶ୍ୱର : ମାନସ ପଢ଼ିଆରୀଙ୍କ ନିର୍ଦ୍ଦେଶିତ ପ୍ରଥମ ଓଡ଼ିଆ ସିନେମା ‘ଛକି ଶୂନ’ର ସୁଟିଂ ଆଗାମୀ ୨୪ରୁ  ଆରମ୍ଭ ହେଉଛି । କଟକ , ଭୁବନେଶ୍ବର, ପୁରୀ ଓ ଢେଙ୍କାନାଳରେ ଏହି ଅନୁସନ୍ଧାନମୂଳକ ଥ୍ରିଲର୍‌ର ସୁଟିଂ କରାଯିବ ବୋଲି ନିର୍ଦ୍ଦେଶକ ପଢ଼ିଆରୀ ସୂଚନା ଦେଇଛନ୍ତି । ଏହି ସିନେମାରେ ସୁପରଷ୍ଟାର୍ ଅନୁଭବ ମହାନ୍ତି ମୁଖ୍ୟ ଚରିତ୍ରରେ ଥିବା ବେଳେ ତାଙ୍କ ସହ ଅନ୍ୟ ପ୍ରମୁଖ ଚରିତ୍ରରେ ସମ୍ଭାବନା ମହାନ୍ତି, ଅଭିଷେକ ପଣ୍ଡା, ଦିବ୍ୟା, ଉଦିତ ଗୁରୁ, ଚୌଧୁରୀ ଜୟପ୍ରକାଶ ଦାସ, ସନ୍ତୁ, ଶ୍ରେୟାଂଶୀ ଓ ଭକ୍ତି ଅଭିନୟ କରୁଛନ୍ତି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories