ମାଡି ଆସିଲା ବନ୍ୟା ପାଣି ; କୁକୁର ପାଇଁ ବଞ୍ଚିଲା ୬୭ ଜୀବନ
ନୂଆଦିଲ୍ଲୀ :କୁକୁର ପାଇଁ ବଞ୍ଚିଲା ୬୭ ଜଣଙ୍କ ଜୀବନ। ହିମାଚଳ ପ୍ରଦେଶ ମଣ୍ଡି ଅଂଚଳରେ ଜାରି ରହିଛି ବର୍ଷାର ତାଣ୍ଡବ । ବାଦଲ ଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଲୋକଙ୍କ ପାଇଁ ପାଲଟିଛି ମୁଖ୍ୟ ସମସ୍ୟା । ଗତ ୧୫ ଦିନରେ ଏକାଧିକ ଥର ବାଦଲ ଫଟା ବର୍ଷା, ବନ୍ୟା ଓ ପାହାଡ଼ରୁ ମାଟି ଅତଡ଼ା ଧସିବା ଦ୍ବାରା ଏହି ଅଂଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ମଧ୍ୟରେ କୁକୁର ପାଇଁ ବଞ୍ଚି ଯାଇଛି ଅନେକ … Continue reading ମାଡି ଆସିଲା ବନ୍ୟା ପାଣି ; କୁକୁର ପାଇଁ ବଞ୍ଚିଲା ୬୭ ଜୀବନ
Copy and paste this URL into your WordPress site to embed
Copy and paste this code into your site to embed