www.samajalive.in
Sunday, December 7, 2025
16.1 C
Bhubaneswar

ଆମ୍ବ ଟାକୁଆ ଟ୍ରାଜେଡି; ସାମ୍ନାକୁ ଆସିଲା ରିପୋର୍ଟ, ଖାଦ୍ୟ ବିଷାକ୍ତରୁ ମୃତ୍ୟୁ..

ଭୁବନେଶ୍ୱର : କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ବଡ ତଥ୍ୟ ସାମ୍ନାକୁ ଆସିଛି । ଗୁରୁବାର ଏହି ଘଟଣାର ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ତଦନ୍ତ ରିପୋର୍ଟ ଆସିଛି । ଖାଦ୍ୟ ବିଷାକ୍ତ ହୋଇଥିବାରୁ ତାହାକୁ ଖାଇ ମୃତ୍ୟୁ ଘଟିଥିବା ସହ ଖାଦ୍ୟ ନମୁନାରୁ ରୋଗ ସୃଷ୍ଟିକାରୀ ଜୀବାଣୁ ମିଳିଛି । ଖାଦ୍ୟରେ ହାଇଡ୍ରୋଜେନ୍‌ ସଲ୍‌ଫାଇଡ୍‌ ପରୀକ୍ଷା ପିଜିଟିଭ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ପରୀକ୍ଷା ରିପୋର୍ଟ ପଜିଟିଭ ଆସିଥିବାରୁ ସନ୍ଦେହ କରୁଛୁ ଖାଦ୍ୟ ବିଷାକ୍ତ ହୋଇଥିଲା ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଆମ୍ବ ଟାକୁଆ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ସହ ଅନ୍ୟ ୬ ଜଣ ଗୁରୁତର ହୋଇ ଚିିକିତ୍ସିତ ହେଉଛନ୍ତି । ୬ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସଲମାନ୍‌ଙ୍କ ପରେ ଶାହାରୁଖ୍‌ଙ୍କୁ ହତ୍ୟା ଧମକ..

ନଭେମ୍ବର ୭ରେ ଶୁକ୍ରଙ୍କ ଚଳନ; ୧୨ ରାଶି ଉପରେ ପଡିବ କି ପ୍ରଭାବ, ଜାଣନ୍ତୁ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ,ସନ୍ତାନ ସୁଖ..

- Advertisement -

https://samajalive.in/two-white-things-fall-from-your-hand-in-kitchen/612134.html

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories