www.samajalive.in
Monday, December 8, 2025
20.1 C
Bhubaneswar

ଲୋକସଭା ନିର୍ବାଚନ – ମଣିପୁର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

ଡେସ୍କ: ମଣିପୁରରେ ଆଗାମୀ ୧୮ତମ ଲୋକସଭା ନିର୍ବାଚନ ଅବାଧ ଓ ନିରପେକ୍ଷ ପରିଚାଳନା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରଦୀପ କୁମାର ଝା ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଆରକ୍ଷୀ ଅଧୀକ୍ଷକଙ୍କ ସହ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ବୈଠକରେ ଆଇଡିପିଙ୍କ ପାଇଁ ସ୍ବତନ୍ତ୍ର ମତଦାନ କେନ୍ଦ୍ର ପ୍ରତିଷ୍ଠା ଓ ସମ୍ପୂର୍ଣ୍ଣ ବ୍ୟବସ୍ଥା ନେଇ ଆଲୋଚନା ହୋଇଥିଲା। ବୈଠକରେ ସମସ୍ତ ଡିଇଓ ଓ ଆରକ୍ଷୀ ଅଧୀକ୍ଷକମାନେ ନିଜ ନିଜ ଜିଲ୍ଲାର ସମସ୍ୟା ଓ ସଫଳ ନିର୍ବାଚନ ପରିଚାଳନା ନେଇ ଆଲୋଚନା କରିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories