www.samajalive.in
Sunday, December 7, 2025
26.1 C
Bhubaneswar

ମଣିପୁର ଉପ ନିର୍ବାଚନ ପ୍ରଚାର ପତ୍ର ଉନ୍ମୋଚନ କଲେ ବୈଜୟନ୍ତ ପଣ୍ଡା

 

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ  ବୈଜୟନ୍ତ ପଣ୍ଡା ମଣିପୁରରେ ହେବାକୁଥିବା ଉପ ନିର୍ବାଚନ ପାଇଁ ଦଳର ପ୍ରଚାର ପତ୍ର ଉନ୍ମୋଚନ କରିବା ସହ ଦଳୀୟ ପ୍ରାର୍ଥୀ ଚୟନ ସଂପର୍କିତ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ମଣିପୁରରେ ୫ଟି ବିଧାନସଭା ଆସନ ପାଇଁ ହେବାକୁଥିବା ଉପ ନିର୍ବାଚନ ପାଇଁ ଦଳର ପ୍ରଚାର ପତ୍ର ଉନ୍ମୋଚନ କରିବା ସହ ଦଳୀୟ ପ୍ରାର୍ଥୀ ଚୟନ ଓ ଅନ୍ୟ କୋର କମିଟି ବୈଠକରେ ଯୋଗ ଦେବାପାଇଁ ଶ୍ରୀ ପଣ୍ଡା ଆଜିଠାରୁ ଦୁଇ ଦିନିଆ ମଣିପୁର ଗସ୍ତରେ ଅଛନ୍ତି। ଆଜି ମଣିପୁର ବିମାନ ବନ୍ଦରରେ ପହଞ୍ଚିବା ପରେ ଦଳୀୟ ନେତା ଓ କର୍ମୀ ଶ୍ରୀ ପଣ୍ଡାଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ପରେ ଶ୍ରୀ ପଣ୍ଡା ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ଉପନିର୍ବାଚନ ପ୍ରସ୍ତୁତି ତଦାରଖ କରିବା ସହ କୋର କମିଟି ବୈଠକରେ ଯୋଗ ଦେଇଥିଲେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories