www.samajalive.in
Sunday, December 14, 2025
23.1 C
Bhubaneswar

ମଣିପୁର ହିଂସା ; ପୁଣି ୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ମଣିପୁର ହିଂସା ଘଟଣାରେ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଶୁକ୍ରବାର ଖବର ମିଳିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମଣିପୁରର ଉଖରୁଲ ଜିଲାରେ ଉଗ୍ରବାଦୀଙ୍କ ସହ ମୁହାଁମୁହିଁ ସମୟରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଛି। ଉଖରୁଲ ଜିଲାର ଥୋବାଇ କୁକୀ ଗାଁରେ ଗାଁର ସୁରକ୍ଷା ପାଇଁ ଜାଗ୍ରତ ଥିବା ଲୋକେ ଓ ଉଗ୍ରବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଛି।
ଏଥି ସହ କେନ୍ଦ୍ରୀୟ ତଦନ୍ତ ଏଜେନ୍ସି ସିବିଆଇ ମଣିପୁର ହିଂସା ଘଟଣାର ତଦନ୍ତ ଆରମ୍ଭ କରିଛି। ଏଥିପାଇଁ ୫୩ ଅଧିକାରୀଙ୍କ ଏକ ଟିମ୍ ଗଠନ କରାଯାଇଛି ଯେଉଁଥିରେ ୨୯ ଜଣ ମହିଳା ଅଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ଏହା ପ୍ରଥମ ଥର ଯେ, ଅନୁସନ୍ଧାନକାରୀ ଦଳରେ ଏତେ ସଂଖ୍ୟକ ମହିଳା ଅନୁସନ୍ଧାନକାରୀ ଅଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।

Hot this week

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

Related Articles

Popular Categories