www.samajalive.in
Monday, December 8, 2025
20.1 C
Bhubaneswar

ମଣିପୁରର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୬୭.୭୭ % ମତଦାନ

ମଣିପୁରର ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ମତଦାନ ଶେଷ ହୋଇଛି। ପ୍ରଥମିକ ରିପୋର୍ଟ ଅନୁସାରେ ୬୭.୭୭% ମତଦାନ ହୋଇଥିବା ଜଣାପଡିଛି।  ଅପରାହ୍ନ ୪ଟାରେ ମତଦାନ ଶେଷ ହୋଇଛି ।

ଏହି ପର୍ଯ୍ୟାୟରେ ୧୦ଟି ଜିଲ୍ଲାର ୨୨ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଛି। ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୦ଟି ଜିଲ୍ଲାର ୨୨ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହୋଇଛି । ସେଗୁଡ଼ିକ ମଧ୍ୟରୁ ୧୧ଟି ଆସନ ଅନୁସୂଚିତ ଜନଜାତିର ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ରହିଛି । ଥୋବାଲ, କାକଚିଙ୍ଗ, ଜିରିବାମ୍‍, ଚାଣ୍ଡେଲ, ଟେଙ୍ଗନୋପାଲ, କାମ୍‍ଜୋଙ୍ଗ, ଉଖରୁଲ,ସେନାପତି, ତାମେଙ୍ଗଲଙ୍ଗ ଓ ନୋନି ଜିଲ୍ଲାରେ ଥିବା ଏହି ନିର୍ବାଚନ ମଣ୍ଡଳୀଗୁଡ଼ିକରେ ମତଦାନ ଶେଷ ହୋଇଛି। ୨ ଜଣ ମହିଳାଙ୍କ ସମେତ ମୋଟ୍‍ ୯୨ ଜଣ ପ୍ରାର୍ଥୀ ଏଥିପାଇଁ ପ୍ରତିଦ୍ୱନ୍ଦିତା କରୁଥିଲେ ।

- Advertisement -

ଆସନ୍ତା ୧୦ ତାରିଖରେ ମଣିପୁର ସମେତ ୫ଟି ରାଜ୍ୟରେ ଅନୁଷ୍ଠିତ ନିର୍ବାଚନର ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories