ମଣିପୁର: ମଣିପୁରରେ ସେନାକୁ ବଡ ସଫଳତା ମିଳିଛି । ଜିରିବାମ୍ ଅଞ୍ଚଳରେ ସିଆରପିଏଫ୍ ଯବାନଙ୍କ ଏନକାଉଣ୍ଟରରେ ୧୧ ସନ୍ଦିଗ୍ଧ ଆତଙ୍କୀ ନିହତ ହୋଇଛନ୍ତି । ପ୍ରତି ଆକ୍ରମଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି ।
Popular Categories

ମଣିପୁର: ମଣିପୁରରେ ସେନାକୁ ବଡ ସଫଳତା ମିଳିଛି । ଜିରିବାମ୍ ଅଞ୍ଚଳରେ ସିଆରପିଏଫ୍ ଯବାନଙ୍କ ଏନକାଉଣ୍ଟରରେ ୧୧ ସନ୍ଦିଗ୍ଧ ଆତଙ୍କୀ ନିହତ ହୋଇଛନ୍ତି । ପ୍ରତି ଆକ୍ରମଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି ।
Hot this week
‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!
