www.samajalive.in
Sunday, December 7, 2025
16.1 C
Bhubaneswar

ହିଂସା ମାମଲା : ମଣିପୁର ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ : ମଣିପୁର ହିଂସା ମାମଲାରେ ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଶୁଣାଣି କରି ରାଜ୍ୟ ସରକାରଙ୍କଠାରୁ ଉତ୍ତର ମାଗିଛନ୍ତି। ରାଜ୍ୟରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାକୁ ରୋକିବା ପାଇଁ କି କି ପଦକ୍ଷେପ ନେଇଛ, ସେ ସଂକ୍ରାନ୍ତୀୟ ତଥ୍ୟ ମାଗିଥିଲେ। ସଂପ୍ରତି ରାଜ୍ୟରେ ଆଇନ୍‌ ଶୃଙ୍ଖଳା ପରିସ୍ଥିତି ସଂକ୍ରାନ୍ତରେ ମଧ୍ୟ ସୂଚନା ମାଗିଥିବା ଜଣାପଡ଼ିଛି। ସୁପ୍ରିମକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୦ ତାରିଖକୁ ସ୍ଥିର କରିଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories