www.samajalive.in
Monday, December 15, 2025
17.1 C
Bhubaneswar

ଅଡୁଆରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ଆଜି ହାଜର ହେବେ ସିବିଆଇରେ

ଡେସ୍କ: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପିଛା ଛାଡ଼ୁନି ବିବାଦ। ପୂର୍ବରୁ ସିବିଆଇ ସିସୋଦିଆଙ୍କ ଘର ଉପରେ ଚଢ଼ାଉ କରିବା ସହ ବ୍ୟାଙ୍କ ଲକର ଯାଞ୍ଚ୍ କରିଥିବା ବେଳେ ଏବେ ପୁଣି ତାଙ୍କୁ ସମନ୍ କରିଛି। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଆଜି ସିବିଆଇ ନିକଟରେ ହାଜର ହେବାକୁ ସମନ୍ କରାଯାଇଛି।


ଏ ନେଇ ସିସୋଦିଆ କହିଛନ୍ତି ଯେ ପୂର୍ବରୁ ସିବିଆଇ ତାଙ୍କ ବିରୋଧରେ କୌଣସି ପ୍ରମାଣ ପାଇନାହିଁ। ଦିଲ୍ଲୀ ସରକାର ଛାତ୍ରଛାତ୍ରୀଙ୍କ ପାଇଁ ଅନେକ ଭଲ ପଦକ୍ଷେପ ଗ୍ରହଣ କରୁଥିବା ବେଳେ କେନ୍ଦ୍ର ସରକାର ଅଭିସନ୍ଧି ରଖି ଏଭଳି କରୁଛନ୍ତି। ତେବେ ସେ ପୂର୍ବ ଭଳି ସିବିଆଇକୁ ସହଯୋଗ କରିବେ ବୋଲି କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories