www.samajalive.in
Monday, December 15, 2025
14.1 C
Bhubaneswar

ଠିକ୍ ସମୟରେ ନିଆଯିବ ଠିକ୍ ନିଷ୍ପତ୍ତି : ମନମୋହନ

ଭୁବନେଶ୍ଵର : ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ପ୍ରତିକ୍ରିୟା ରଖିଛନ୍ତି। କହିଛନ୍ତି ଏହା ବିଜେଡିର ଦଳୀୟ ନିଷ୍ପତ୍ତି , ବିଜେପି ନିଜ ରାସ୍ତାରେ ଅଛି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ। ଏ ନେଇ ଆଲୋଚନା ହେଲେ ଖୁବ୍ ଶୀଘ୍ର ଜଣାଇ ଦିଆଯିବ ବୋଲି କହିଛନ୍ତି ମନମୋହନ ସାମଲ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories