www.samajalive.in
Saturday, December 13, 2025
26.1 C
Bhubaneswar

ମନମୋହନ ପୁଣି ବିଜେପି ରାଜ୍ୟ ସଭାପତି

ଭୁବନେଶ୍ଵର: ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି । ମନମୋହନ ସର୍ବ ସହମତିରେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା କରାଯାଇଛି। ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ଵାଲ ବିଧିବଦ୍ଧ ଭାବେ ମନମୋହନଙ୍କ ନାଁ ଘୋଷଣା କରିଛନ୍ତି। ତେବେ ଲଗାତାର ଦ୍ଵିତୀୟ ଏବଂ ମୋଟ୍  ଚତୁର୍ଥଥର ପାଇଁ ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ମନମୋହନ । ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories