www.samajalive.in
Saturday, December 13, 2025
21.1 C
Bhubaneswar

ଲୋକେ ପରିବର୍ତ୍ତନ ଚାହୁଁଥିଲେ: ମନମୋହନ

ଭୁବନେଶ୍ଵର: ନୂଆପଡା ଉପନିର୍ବାଚଳ ଫଳାଫଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ। ସେ କହିଛନ୍ତି ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଯାହାର ପ୍ରତିଫଳନ ଗଣତିରୁ ସ୍ପଷ୍ଟ ହେବାରେ ଲାଗିଛି। ନୂଆପଡା ଏକ ସମସ୍ୟା ବହୁଳ ନିର୍ବାଚନ ମଣ୍ଡଳୀ। ଶିଳ୍ପ, କାରଖାନା ନାହିଁ , ଜଳସେଚନର ବ୍ୟବସ୍ଥା ହୋଇନି। ଏସବୁ ସମସ୍ୟା ଦୂର କରିବା ପାଇଁ ଲୋକେ ପରିବର୍ତ୍ତନ ଚାହିଁଛନ୍ତି। କଂଗ୍ରେସର ଆରୋପ ନେଇ ପ୍ରତିକ୍ରିୟା ରଖିଛନ୍ତି। ଆମେ ବହୁବାର ହାରିଛୁ, ମାତ୍ର ଏପରି ଅଭିଯୋଗ କରିନାହୁଁ। ବିରୋଧୀ ଅନ୍ୟକୁ ଦୋଷ ନଦେଇ ଆତ୍ମସମୀକ୍ଷା କରନ୍ତୁ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories