www.samajalive.in
Saturday, December 13, 2025
14.1 C
Bhubaneswar

ଏବେ ହେବନି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ : ମନମୋହନ

ଭୁବନେଶ୍ଵର : ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆଜି ସମ୍ବଲପୁରରେ ପହଞ୍ଚି ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର ପଦ୍ମ ଫୁଟିବ। ଏଥିସହିତ ସେ ଚାଷୀଙ୍କୁ ବୋନସ ଏବଂ ବିକାଶକୁ ନେଇ ଚଳିତବର୍ଷ ଉପନିର୍ବାଚନର ମୁଖ୍ୟ ପ୍ରସଙ୍ଗ ରହିବ ବୋଲି କହିଛନ୍ତି। ଏପରିକି ଗତ କିଛି ଦିନ ଧରି ଲାଗିରହିଥିବା ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚାରେ ବିରାମ ଲଗାଇଛନ୍ତି। ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଏବେ ହେବାର ସମ୍ଭାବନା ନାହିଁ ବୋଲି ମନମୋହନ ସୂଚନା ଦେଇଛନ୍ତି।

Hot this week

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

Related Articles

Popular Categories