www.samajalive.in
Monday, December 15, 2025
26.1 C
Bhubaneswar

ମନମୋହନ ସାମଲ ହେଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର – ମନମୋହନ ସାମଲ ରାଜ୍ୟ ବିଜେପିର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିବେ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା , ମନମୋହନଙ୍କୁ ରାଜ୍ୟ ବିଜେପିର ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ସମୀର ମହାନ୍ତି ବିଜେପିର ରାଜ୍ୟ ସଭାପତି ଅଛନ୍ତି ।

ପୂର୍ବରୁ ସେ ରାଜ୍ୟ ବିଜେପିର ସଭାପତି ଦାୟିତ୍ୱ ତୁଲାଇଥିଲେ । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଧାମ ନଗରର ବିଧାୟକ ତଥା ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ରାଜ୍ୟରେ ଅନ୍ୟାୟ ଅତ୍ୟାଚାର ଏବଂ ଦୁର୍ନିତି ବିରୋଧରେ ବିଜେପି ଲଢେଇ କରିବା ବୋଲି ମନମୋହନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories