www.samajalive.in
Friday, December 5, 2025
17.1 C
Bhubaneswar

ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ବର: ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ  ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ କରିଛନ୍ତି। ସଂସଦୀୟ ବୋର୍ଡ ଚୂଡାନ୍ତ ପ୍ରାର୍ଥୀ ତାଲିକା ନିଷ୍ପତ୍ତି ନେବ। ରାଜ୍ୟ ବିଜେପି  ନିର୍ବାଚନ କମିଟି ବୈଠକରେ ଓଡିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନ ଉପରେ ମାନସ ମନ୍ଥନ ହୋଇଥିଲା। ଦଳର ପର୍ଯ୍ୟବେକ୍ଷକ ମାନେ ଦେଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକାକୁ  ସର୍ଟ ଲିଷ୍ଟ କରାଯାଇଛି। ତେଣୁ ଏହି ତାଲିକା ଉପରେ ଆଲୋଚନା କରିବାକୁ ସେ ଦିଲ୍ଲୀ ଗସ୍ତ କରିଛନ୍ତି। ସେଠାରେ କେନ୍ଦ୍ରୀୟ ନେତୃବୃନ୍ଦ ଏବଂ ପାର୍ଟିର  ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories