www.samajalive.in
Wednesday, December 10, 2025
14.1 C
Bhubaneswar

ଆମିର୍ ଖାନଙ୍କୁ ତାଙ୍କ ଘରେ ଭେଟିଲେ ମନୋଜ ମିଶ୍ର… କହିଲେ ଏମିତି କଥା

ନୂଆଦିଲ୍ଲୀ : ବଲିଉଡ୍ ଅଭିନେତା ଆମିର ଖାନଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ଓଡିଆ ଅଭିନେତା ମନୋଜ ମିଶ୍ର। ଆମିରଙ୍କୁ ଭେଟିବା ପରେ ଭାବ ପ୍ରବଣ ହୋଇ ମନୋଜ ମିଶ୍ର କହିଛନ୍ତି, ମତେ କିଏ କଣ ବୁଝିଛି, ମୁଁ ଜାଣିନି କିନ୍ତୁ ଆଜି ଆମିର ଖାନ୍ ଙ୍କ ସହ ଦେଢ଼ ଘଣ୍ଟା ଆଲୋଚନା ଭିତରେ ମୁଁ ବୁଝିଗଲି ଯେ ଓଡ଼ିଶାରେ ତିଆରି ସିନେମାକୁ ନେଇ ମୋ ମୁଣ୍ଡରେ କଣ ଅଛି, ସେ କଥା ଆମୀର ଖାନ୍ ଭଲ ଭାବରେ ବୁଝିଗଲେ । ଦଶ ମିନିଟ୍ ସମୟ ଦେଇଥିଲେ, କିନ୍ତୁ ଦେଢ଼ ଘଣ୍ଟା ଆମର ଆଲୋଚନା ହେଲା। ଏତେ ବଡ଼ ଷ୍ଟାର ହେଲେ ବି କଳା ପ୍ରତି ତାଙ୍କର ଭଲ ପାଇବା ଅଛି ବୋଲି ସେ ମୋ କଥା ବୁଝିପାରିଲେ । ଏଇତ ଆରମ୍ଭ, ଜୟ ମା ସମଲେଇ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories