www.samajalive.in
Wednesday, December 10, 2025
17.1 C
Bhubaneswar

ଚଳିତ ବର୍ଷ ସ୍ୱାଭାବିକ ବର୍ଷା

ଡେସ୍କ : ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷାନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଚଳିତ ବର୍ଷ ଦେଶରେ ମୌସୁମୀ ଋତୁରେ ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ସ୍ୱାଭାବିକ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷାର ଦ୍ୱିତୀୟ -ସ୍ତର ଦୀର୍ଘ ଅବଧି ଆକଳନ ଅନୁଯାୟୀ ଏହି ସୂଚନା ଦିଆଯାଇଛି । ସାମଗ୍ରିକ ଭାବେ ମୌସୁମୀ ଋତୁରେ ସ୍ୱାଭାବିକ ବର୍ଷା ହେବ। ତେବେ ଜୁନ୍ ମାସରେ ନିଅଣ୍ଟିଆ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories