www.samajalive.in
Saturday, December 6, 2025
23.1 C
Bhubaneswar

ପ୍ୟାରିସ୍‌ ଅଲିମ୍ପିକ୍ସ: ଦେଶ ପାଇଁ ପ୍ରଥମ ପଦକ ଆଣିଲେ ମନୁ ଭାକର

ସମାଜ ଡିଜିଟାଲ ଡେସ୍କ: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ। ରବିବାର ଦେଶକୁ ପ୍ରଥମ ପଦକ ଦେଇଛନ୍ତି ସୁଟର ମନୁ ଭାକର। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ କାଂସ୍ୟ ପଦକ ଜିତିଛନ୍ତି ମନୁ ଭାକର। ସୁଟିଂରେ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ମହିଳା। ଏଥିସହ ଅଲିମ୍ପିକ୍ସ ସୁଟିଂରେ ଦୀର୍ଘ ୧୨ ବର୍ଷ ପରେ ପଦକ ଜିତିଛି ଭାରତ।

୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାତେଇ ନେଇଛି ଦକ୍ଷିଣ କୋରିଆ। ଓହ ୟେ ଜିନ୍ ସ୍ବର୍ଣ୍ଣ ପଦକ ନିଜ ନାଁରେ କରିଥିବାବେଳେ ରୌପ୍ୟ ପଦକ ଜିତିଛନ୍ତି କିମ୍ ୟେଜି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories