www.samajalive.in
Saturday, December 6, 2025
23.1 C
Bhubaneswar

୧୦ ଜିଲାରେ ସକ୍ରିୟ ମାଓବାଦୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମାଓବାଦୀଙ୍କ କାର୍ଯ୍ୟକଳାପ କମିଛି । ହେଲେ ଏବେବି ୧୦ଟି ଜିଲାରେ ସକ୍ରିୟ ରହିଛନ୍ତି ମାଓବାଦୀ । ସେସବୁ ଜିଲ୍ଲା ଗୁଡିକ ହେଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, ବରଗଡ । ଏସବୁ ଜିଲାରେ ପରିସ୍ଥିତି ଆହ୍ୱାନତ୍ମକ ରହିଛି । ଅନ୍ୟ ଅଞ୍ଚଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ନିୟନ୍ତ୍ରଣାଧୀନ ରହିଥିବା ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିଛନ୍ତି । ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନରେ ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ମାଓ କାର୍ଯ୍ୟକଳାପ ନେଇ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories