www.samajalive.in
Friday, December 5, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା; ୬ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ସମାଜ ଡିଜିଟାଲ ଡେସ୍କ: ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମାରେ ଧରାପଡିଲେ ୬ଜଣ ହାର୍ଡକୋର୍‍ ମାଓବାଦୀ । କମ୍ବିଂ ଅପରେସନ୍‍ ବେଳେ ପୁଲିସକୁ ବଡ ସଫଳତା ମିଳିଛି । କୋଣ୍ଟା ଥାନା ଅଞ୍ଚଳରୁ ୨ଜଣ ଓ ବେଜି ଥାନା ଅଞ୍ଚଳରୁ ୪ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଏହି ମାଓବାଦୀମାନେ କମ୍ବିଂ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ବଡ କ୍ଷତି ପହଞ୍ଚାଇବାକୁ ଯୋଜନା କରୁଥିଲେ । ସେମାନଙ୍କ ଠାରୁ ୩କେଜିର ଟିଫିନ ବୋମା, ୫ଟି ଡେଟୋନେଟର୍‍ ତାର ଇତ୍ୟାଦି ଜବତ କରାଯାଇଛି । ଗିରଫ ହୋଇଥିବା ମାଓବାଦୀଙ୍କ ନାଁରେ ୨ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories